ଏବ୍ରୀ 5:5 - ପବିତ୍ର ବାଇବଲ (CL) NT (BSI)5 ସେହିପରି ମହାଯାଜକ ପଦରେ ସମ୍ମାନିତ ହେବାକୁ ଖ୍ରୀଷ୍ଟ ନିଜକୁ ନିଯୁକ୍ତ କରି ନ ଥିଲେ। ବରଂ ଈଶ୍ୱର ତାଙ୍କୁ କହିଥିଲେ, “ତୁମେ ମୋର ପୁତ୍ର, ଆଜି ମୁଁ ତୁମର ପିତା ହେଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ଵେଷଣ କରି ନ ଥିଲେ, କିନ୍ତୁ ଈଶ୍ଵର ତାହାଙ୍କୁ ସେହି ଗୌରବ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।” Viz kapitolaଓଡିଆ ବାଇବେଲ5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ୱର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ ।'' Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।” Viz kapitolaପବିତ୍ର ବାଇବଲ5 ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ: “ତୁମ୍ଭେ ମୋର ପୁତ୍ର; ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” Viz kapitola |