ଏବ୍ରୀ 5:7 - ପବିତ୍ର ବାଇବଲ (CL) NT (BSI)7 ଯେଉଁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାଙ୍କ ନିକଟରେ ଯୀଶୁ ଇହଜୀବନରେ ଅର୍ତ୍ତନାଦ କରି ଅଶୁ ଜଳ ଢାଳି ବିନତିପୂର୍ବକ ପ୍ରାର୍ଥନା କରିଥିଲେ। ସେ ନମ୍ର ଓ ଅନ୍ତରକ୍ତ ହୋଇଥିବାରୁ, ଈଶ୍ୱର ତାଙ୍କର ପ୍ରାର୍ଥନା ଶୁଣିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାହାଙ୍କ ନିକଟରେ ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ଵରୂପେ ଆଶଙ୍କାରୁ ରକ୍ଷା ପାଇ Viz kapitolaଓଡିଆ ବାଇବେଲ7 ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ Viz kapitolaପବିତ୍ର ବାଇବଲ7 ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ। Viz kapitola |