Online Bible

- Reklamy -




ଏବ୍ରୀ 6:20 - ପବିତ୍ର ବାଇବଲ (CL) NT (BSI)

20 ଆମ୍ଭମାନଙ୍କର ପ୍ରତିନିଧି ସ୍ୱରୂପ ଯୀଶୁ ପୂର୍ବରୁ ସେଠାକୁ ଗଲେଣି। ସେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଚିରକାଳ ପାଇଁ ମହାଯାଗକ ହୋଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନ; କାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

20 ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମ‌ଲ୍‌କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।

Viz kapitola kopírovat




ଏବ୍ରୀ 6:20

Následuj nás:

Reklamy


Reklamy