ଏବ୍ରୀ 7:20 - ପବିତ୍ର ବାଇବଲ (CL) NT (BSI)20 ଅଧିକରୁ ଆମ ପାଇଁ ଈଶ୍ୱରଙ୍କ ଶପଥ ମଧ୍ୟ ରହିଛି। ଅନ୍ୟମାନେ ଯାଜକ ପଦରେ ନିଯୁକ୍ତ ହେଲାବେଳେ ଏପରି କୌଣସି ଶପଥ ପ୍ରଦତ୍ତ ହୋଇ ନା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, Viz kapitolaଓଡିଆ ବାଇବେଲ20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, Viz kapitolaପବିତ୍ର ବାଇବଲ20 ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା। Viz kapitola |