ଏବ୍ରୀ 7:9 - ପବିତ୍ର ବାଇବଲ (CL) NT (BSI)9 ଅତଏବ ଅବ୍ରାହାମ ମଲ୍କିସେଦକଙ୍କୁ ଦଶମାଂଶ ଦାନ ଦେଲାବେଳେ, ଯେଉଁ ଲେବୀଙ୍କର ବଂଶଧର ଯାଜକମାନେ ବର୍ତ୍ତମାନ ଦଶମାଂଶ ଦାନ ଗ୍ରହଣ କରୁଛନ୍ତି, ସେହି ଲେବୀ ମଧ୍ର ମଲ୍କିସେଦକଙ୍କୁ ଉକ୍ତ ଦାନ ଦେଇଥିଲେ ବୋଲି କୁହାଯାଇପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ଵାରା ଦଶମାଂଶ ଦେଇଅଛନ୍ତି; Viz kapitolaଓଡିଆ ବାଇବେଲ9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି; Viz kapitolaପବିତ୍ର ବାଇବଲ9 ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମଲ୍କୀଷେଦକଙ୍କୁ ଦଶମାଂଶ ଦେଲେ, ତା'ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ। Viz kapitola |