ଏବ୍ରୀ 9:20 - ପବିତ୍ର ବାଇବଲ (CL) NT (BSI)20 ସେ କହିଲେ, “ଯେଉଁ ନିୟମ ପାଳନ କରିବାକୁ ଈଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି, ଏହି ରକ୍ତ ସେହି ନୟମକୁ ମୁଦ୍ରାଙ୍କିତ କରୁଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି। Viz kapitolaଓଡିଆ ବାଇବେଲ20 ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି। Viz kapitolaପବିତ୍ର ବାଇବଲ20 ତା'ପରେ ମୋଶା କହିଲେ, “ଯେଉଁ ନିୟମଗୁଡ଼ିକୁ ପରମେଶ୍ୱର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦେଇଛନ୍ତି, ସେହି ନିୟମର ରକ୍ତ ଏହି।” Viz kapitola |