ଏବ୍ରୀ 9:28 - ପବିତ୍ର ବାଇବଲ (CL) NT (BSI)28 ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ଵିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି , ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ। Viz kapitolaଓଡିଆ ବାଇବେଲ28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ। Viz kapitolaପବିତ୍ର ବାଇବଲ28 ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ। Viz kapitola |