ଯାକୁବଙ୍କ ପତ୍ର 1:15 - ପବିତ୍ର ବାଇବଲ (CL) NT (BSI)15 କୁଅଭିଳାଷର ଗର୍ଭରୁ ପାପ ଜାତ ହୁଏ ଏବଂ ସେହି ପାପ ବୃଦ୍ଧି ପାଇ ପୂର୍ଣ୍ଣତା ଲାଭ କଲେ, ମୃତ୍ୟୁ ଘଟାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ। Viz kapitolaଓଡିଆ ବାଇବେଲ15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ। Viz kapitolaପବିତ୍ର ବାଇବଲ15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ। Viz kapitola |