ଯାକୁବଙ୍କ ପତ୍ର 1:19 - ପବିତ୍ର ବାଇବଲ (CL) NT (BSI)19 ପ୍ରିୟ ଭାଇମାନେ, ମନେରଖ। ତୁମ୍ଭେମାନେ ଶୁଣିବାରେ ତତ୍ପର ହେବା ଉଜିତ, କିନ୍ତୁ ଭାବିଚିନ୍ତି କଥା କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ, Viz kapitolaଓଡିଆ ବାଇବେଲ19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ, Viz kapitolaପବିତ୍ର ବାଇବଲ19 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ। Viz kapitola |