ଯାକୁବଙ୍କ ପତ୍ର 1:21 - ପବିତ୍ର ବାଇବଲ (CL) NT (BSI)21 ଅତଏବ ସବୁ ପ୍ରକାର କୁଅଭ୍ୟାସ ଓ ଅସତ୍ ଆଚରଣ ପରିହାର କର। ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର ଏବଂ ତୁମ ହୃଦୟରେ ସେ ଯେଉଁ ବାକ୍ୟ ରୋପଣ କରିଛନ୍ତି ଏବଂ ଯାହା ତୁମକୁ ରକ୍ଷା କରିବାକୁ ସମର୍ଥ, ତାହା ଗ୍ରହଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। Viz kapitolaଓଡିଆ ବାଇବେଲ21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। Viz kapitolaପବିତ୍ର ବାଇବଲ21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ। Viz kapitola |