ଯାକୁବଙ୍କ ପତ୍ର 1:22 - ପବିତ୍ର ବାଇବଲ (CL) NT (BSI)22 ତୁମ୍ଭେମାନେ ନିଜ ନିଜକୁ ପ୍ରାତାରଣା କର ନାହିଁ। ତାଙ୍କ ବାକ୍ୟ କେବଳ ଶୁଣିଲେ ଯଥେଷ୍ଟ ହୁଏ ନାହିଁ। ତାହାକୁ କାର୍ଯ୍ୟରେ ରୂପାୟିତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। Viz kapitolaଓଡିଆ ବାଇବେଲ22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। Viz kapitolaପବିତ୍ର ବାଇବଲ22 ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ। Viz kapitola |