ଯାକୁବଙ୍କ ପତ୍ର 2:18 - ପବିତ୍ର ବାଇବଲ (CL) NT (BSI)18 କିନ୍ତୁ କେହି ହୁଏତ କହିପାରେ, “ଜଣକର ବିଶ୍ୱାସ ଅଛି, ଅନ୍ୟ ଜଣକର କର୍ମ ଅଛି।” ଏ ବିଷୟରେ ମୁଁ କହିବି, “କର୍ମ ନ ଥାଇ କାହାରି ବିଶ୍ୱାସ ଥାଇପାରେ ବୋଲି ମୋତେ ପ୍ରମାଣ ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ଵାସ ଅଛି, ପୁଣି ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ଵାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ଵାରା ତୁମ୍ଭକୁ ମୋହର ବିଶ୍ଵାସ ଦେଖାଇବି। Viz kapitolaଓଡିଆ ବାଇବେଲ18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି। Viz kapitolaପବିତ୍ର ବାଇବଲ18 ଜଣେ ଲୋକ କହିପାରେ, “ତୁମ୍ଭ ପାଖରେ ବିଶ୍ୱାସ ଅଛି, ପୁଣି ମୋ’ ପାଖରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ ମୋ’ କର୍ମଗୁଡ଼ିକ ଦ୍ୱାରା ମୋ’ ବିଶ୍ୱାସ ତୁମ୍ଭକୁ ଦେଖାଇବି।” Viz kapitola |