ଯାକୁବଙ୍କ ପତ୍ର 2:20 - ପବିତ୍ର ବାଇବଲ (CL) NT (BSI)20 ହେ ନିବୋର୍ଧ! କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହାର ପ୍ରମାଣ ଦେଖିବାକୁ ତୁମେ କ’ଣ ଇଚ୍ଛା କୁଛୁ? Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ଵାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ? Viz kapitolaଓଡିଆ ବାଇବେଲ20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ପଳ, ଏହା କ'ଣ ଜାଣିବାକୁ ଇଚ୍ଛା କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ, କର୍ମ ବିନା ବିଶ୍ୱାସ ଯେ ନିଷ୍ଫଳ, ଏହା କଅଣ ଜାଣିବାକୁ ଇଚ୍ଛା କରୁଅଛ? Viz kapitolaପବିତ୍ର ବାଇବଲ20 ହେ ମୂର୍ଖ ଲୋକ! କର୍ମଗୁଡ଼ିକ ବିନା ବିଶ୍ୱାସ ଯେ ମୂଲ୍ୟହୀନ ଅଟେ, ଏହାର ପ୍ରମାଣ କ’ଣ ତୁମ୍ଭେ ଦେଖିବାକୁ ଗ୍ଭହୁଁଛ? Viz kapitola |