ଯାକୁବଙ୍କ ପତ୍ର 3:8 - ପବିତ୍ର ବାଇବଲ (CL) NT (BSI)8 କିନ୍ତୁ କେହି କେବେ ଜିହ୍ୱାକୁ ବଶ କରିପାରି ନାହିଁ। ତାହା ଅସତ୍ ଓ ଅଣାୟତ୍ତ; ମାରାତ୍ମକ ବିଷରେ ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଜିହ୍ଵାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ। Viz kapitolaଓଡିଆ ବାଇବେଲ8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ। Viz kapitolaପବିତ୍ର ବାଇବଲ8 କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ। Viz kapitola |