ଯାକୁବଙ୍କ ପତ୍ର 5:14 - ପବିତ୍ର ବାଇବଲ (CL) NT (BSI)14 କେହି କ’ଣ ପୀଡ଼ି? ସେ ମଣ୍ଡଳୀର ନେତାମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତା’ ନିମନ୍ତେ ପ୍ରାର୍ଥନା କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। Viz kapitolaଓଡିଆ ବାଇବେଲ14 ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ପୀଡ଼ିତ ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। Viz kapitolaପବିତ୍ର ବାଇବଲ14 ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ। Viz kapitola |