ଲୂକ ଲିଖିତ ସୁସମାଚାର 1:1 - ପବିତ୍ର ବାଇବଲ (CL) NT (BSI)1 ଶ୍ରଦ୍ଧେୟ ଥିୟୋଫିଲସ୍, ଆମ ମଧ୍ୟରେ ଯାହା ଯାହା ଘଟିଛି, ତାହାର ବିବରଣୀ ଲେଖିବା ପାଇଁ ଅନେକେ ଯଥାସାଧ୍ୟ ଚେଷ୍ଟା କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆରମ୍ଭାବଧି ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Viz kapitolaଓଡିଆ ବାଇବେଲ1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, Viz kapitolaପବିତ୍ର ବାଇବଲ1 ପ୍ରିୟ ଥିୟଫିଲ, ଅନେକ ଲୋକ ଆମ୍ଭମାନଙ୍କ ମଧ୍ୟରେ ଘଟି ଯାଇଥିବା ଘଟଣା ଗୁଡ଼ିକର ବିବରଣୀ ଲେଖିବା ପାଇଁ ଚେଷ୍ଟା କରିଛନ୍ତି। Viz kapitola |