ଲୂକ ଲିଖିତ ସୁସମାଚାର 1:11 - ପବିତ୍ର ବାଇବଲ (CL) NT (BSI)11 ସେତେବେଳେ ଧୂପ ଜଳୁଥିବା ବେଦୀର ଦକ୍ଷିଣ ପାଶ୍ୱର୍ରେ ଠିଆ ହୋଇ ଜଣେ ସ୍ୱର୍ଗଦୂତ ତାଙ୍କୁ ଦର୍ଶନ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ଵରେ ଦଣ୍ତାୟମାନ ହୋଇ ତାଙ୍କୁ ଦର୍ଶନ ଦେଲେ। Viz kapitolaଓଡିଆ ବାଇବେଲ11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ। Viz kapitolaପବିତ୍ର ବାଇବଲ11 ସେହି ସମୟରେ ଜିଖରିୟଙ୍କ ଆଗରେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଦର୍ଶନ ଦେଲେ। ସେ ଧୂପ ବେଦିର ଡାହାଣ ପଟେ ଠିଆ ହୋଇଥିଲେ। Viz kapitola |