ଲୂକ ଲିଖିତ ସୁସମାଚାର 1:21 - ପବିତ୍ର ବାଇବଲ (CL) NT (BSI)21 ଏହି ସମୟରେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରି ରହିଥିଲେ। ସେ କାହିଁକି ଏତେ ସମୟ ମନ୍ଦିରରେ ରହିଯାଇଛନ୍ତି, ସେମାନେ ବୁଝି ନ ପାରି ଆଶ୍ଚର୍ଯ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ଵ ଘଟିବାରେ ସେମାନେ ଚମତ୍କୃତ ହେଉଥିଲେ। Viz kapitolaଓଡିଆ ବାଇବେଲ21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। Viz kapitolaପବିତ୍ର ବାଇବଲ21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! Viz kapitola |