ଲୂକ ଲିଖିତ ସୁସମାଚାର 1:26 - ପବିତ୍ର ବାଇବଲ (CL) NT (BSI)26 ଏଲିଶାବେଥ୍ ଗର୍ଭବତୀ ହେବାର ଷଷ୍ଠ ମାସରେ ଈଶ୍ୱର ସ୍ୱର୍ଗଦୂତ ଗାବ୍ରିଏଲ୍କୁ ଗାଲିଲୀର ନାଜରିତ ନାମକ ସହରକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପରେ ଷଷ୍ଠ ମାସରେ ଗାବ୍ରିଏଲ ଦୂତ ଈଶ୍ଵରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପ୍ରେରିତ ହେଲେ; Viz kapitolaଓଡିଆ ବାଇବେଲ26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ବରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ; Viz kapitolaପବିତ୍ର ବାଇବଲ26-27 ଏଲୀଶାବେଥଙ୍କର ଗର୍ଭର ଷଷ୍ଠ ମାସ ଗ୍ଭଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତରେ ବାସ କରୁଥିବା ଜଣେ କୁମାରୀକନ୍ୟା ପାଖକୁ ପରମେଶ୍ୱର ଦୂତ ଗାବ୍ରିଏଲଙ୍କୁ ପଠାଇଲେ। ଦାଉଦଙ୍କ ବଂଶଜ ଯୋଷେଫ ନାମକ ଜଣେ ପୁରୁଷ ସହିତ ସେ କନ୍ୟାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା। Viz kapitola |