ଲୂକ ଲିଖିତ ସୁସମାଚାର 1:43 - ପବିତ୍ର ବାଇବଲ (CL) NT (BSI)43 “ମୋର କେଡ଼େ ସୌଭାଗ୍ୟ, ମୋ’ ପ୍ରଭୁଙ୍କର ମାତା ମୋତେ ସାକ୍ଷାତ କରିବାକୁ ଆସିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆଉ, ମୋʼ ପ୍ରଭୁଙ୍କର ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ଉତ୍ତମତା କେଉଁଠାରୁ ହେଲା? Viz kapitolaଓଡିଆ ବାଇବେଲ43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? Viz kapitolaପବିତ୍ର ବାଇବଲ43 ତୁମ୍ଭେ ମୋ’ ପ୍ରଭୁଙ୍କ ମା ଏବଂ ତୁମ୍ଭେ ମୋ’ ପାଖକୁ ଆସିଛ! ମୋ’ ପାଇଁ ଏତେ ବଡ଼ ଭଲ ଘଟଣା କାହିଁକି ଘଟିଲା? Viz kapitola |