ଲୂକ ଲିଖିତ ସୁସମାଚାର 1:59 - ପବିତ୍ର ବାଇବଲ (CL) NT (BSI)59 ଶିଶୁ ଜନ୍ମ ହେବାର ଏକ ସପ୍ତାହ ପରେ ତାକୁ ସେମାନେ ସୁନ୍ନତ କଲେ ଏବଂ ତା’ର ବାପାଙ୍କ ନାମ ଅନୁସାରେ ତା’ର ନାମ ଜିଖରିୟ ଦେବାକୁ ପ୍ରସ୍ତାବ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)59 ଅଷ୍ଟମ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। Viz kapitolaଓଡିଆ ବାଇବେଲ59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। Viz kapitolaପବିତ୍ର ବାଇବଲ59 ବାଳକର ଜନ୍ମ ହେବାର ଅଷ୍ଟମ ଦିନ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ସେମାନେ ବାଳକର ନାମ ତା'ର ପିତାଙ୍କ ନାମ ଅନୁସାରେ ଜିଖରିୟ ଦେବାକୁ ଗ୍ଭହୁଁଥିଲେ। Viz kapitola |