ଲୂକ ଲିଖିତ ସୁସମାଚାର 1:69 - ପବିତ୍ର ବାଇବଲ (CL) NT (BSI)69 ସେ ଆମ ପାଇଁ ତାଙ୍କର ଦାସ ଦାଉଦଙ୍କ ବଂଶରୁ ଏକ ପରାକ୍ରମଶାଳୀ ତ୍ରାଣକର୍ତ୍ତା ଯୋଗାଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉତ୍ଥାପନ କରି Viz kapitolaଓଡିଆ ବାଇବେଲ69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, Viz kapitolaପବିତ୍ର ବାଇବଲ69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ, ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି। Viz kapitola |