ଲୂକ ଲିଖିତ ସୁସମାଚାର 1:76 - ପବିତ୍ର ବାଇବଲ (CL) NT (BSI)76 ହେ ମୋର ପୁତ୍ର, ତୁମେ ସର୍ବୋପରିସ୍ଥ ଈଶ୍ୱରଙ୍କର ଏକ ଭାବବାଦୀରୂପେ ପ୍ରସିଦ୍ଧ ହେବ। ତୁମେ ପ୍ରଭୁଙ୍କର ଜଣେ ଅଗ୍ରଦୂତ ରୂପେ ତାଙ୍କ ନିମନ୍ତେ ତାଙ୍କ ପଥ ପ୍ରସ୍ତୁତ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)76 ଆଉ ହେ ଶିଶୁ, ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; Viz kapitolaଓଡିଆ ବାଇବେଲ76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT76 ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; Viz kapitolaପବିତ୍ର ବାଇବଲ76 “ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତା ରୂପେ ଖ୍ୟାତ ହେବ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ। Viz kapitola |