ଲୂକ ଲିଖିତ ସୁସମାଚାର 10:15 - ପବିତ୍ର ବାଇବଲ (CL) NT (BSI)15 ଆଉ କପର୍ନାହୂମ, ତୋ’ ପ୍ରତି ଏହିପରି ଘଟିବ? ତୁ ଆକାଶ ପର୍ଯ୍ୟନ୍ତ ନିଜକୁ ଉନ୍ନତ କରିବାକୁ ଇଚ୍ଛା କରିଥିଲୁ, ତୋତେ ନରକକୁ ନିକ୍ଷିପ୍ତ କରାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋହର ଅଧୋଗତି ହେବ?। Viz kapitolaଓଡିଆ ବାଇବେଲ15 ଆଉ, ରେ କଫର୍ନାହୂମ ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।” Viz kapitolaପବିତ୍ର ବାଇବଲ15 ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ। Viz kapitola |