ଲୂକ ଲିଖିତ ସୁସମାଚାର 10:22 - ପବିତ୍ର ବାଇବଲ (CL) NT (BSI)22 “ମୋର ପିତା ମୋତେ ସମସ୍ତ ବିଷୟ ଦେଇଛନ୍ତି। ପୁତ୍ର କିଏ, ପିତାଙ୍କ ଛଡ଼ା ଆଉ କିଏ ଜାଣେ ନାହିଁ ଏବଂ ପିତା କିଏ, ପୁତ୍ରଙ୍କ ଛଡ଼ା ଓ ପୁତ୍ର ଯେଉଁମାନଙ୍କଠାରେ ପ୍ରକାଶ କରିବାକୁ ଚାହାନ୍ତି, ସେମାନଙ୍କ ଛଡ଼ା ଆଉ କେହି ଜାଣେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। Viz kapitolaଓଡିଆ ବାଇବେଲ22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।” Viz kapitolaପବିତ୍ର ବାଇବଲ22 “ମୋର ପରମପିତା ମୋତେ ସବୁକିଛି ଦେଇଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ୟତୀତ ଅନ୍ୟ କେହି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡ଼ା କେହି ଜାଣନ୍ତି ନାହିଁ। କେବଳ ସେହିମାନେ ପରମପିତାଙ୍କ ବିଷୟରେ ଜାଣି ପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ୱୟଂ ବାଛିବେ।” Viz kapitola |