ଲୂକ ଲିଖିତ ସୁସମାଚାର 10:25 - ପବିତ୍ର ବାଇବଲ (CL) NT (BSI)25 ଜଣେ ଧର୍ମଗୁରୁ ଆସି ଯୀଶୁଙ୍କୁ ଫାନ୍ଦରେ ପକାଇବାକୁ ଚେଷ୍ଟା କଲେ। ସେ ପଚାରିଲେ, “ଗୁରୁ, ଅନନ୍ତ ଜୀବନ ପାଇବା ପାଇଁ ମୁଁ କ’ଣ କରିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ଦେଖ, ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? Viz kapitolaଓଡିଆ ବାଇବେଲ25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? Viz kapitolaପବିତ୍ର ବାଇବଲ25 ତା'ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?” Viz kapitola |