ଲୂକ ଲିଖିତ ସୁସମାଚାର 10:31 - ପବିତ୍ର ବାଇବଲ (CL) NT (BSI)31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, କିନ୍ତୁ ଲୋକଟିକୁ ଦେଖି, ସେ ଅନ୍ୟ ପାଖ ଦେଇ ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଘଟଣାକ୍ରମେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ। Viz kapitolaଓଡିଆ ବାଇବେଲ31 ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ। Viz kapitolaପବିତ୍ର ବାଇବଲ31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ। Viz kapitola |