ଲୂକ ଲିଖିତ ସୁସମାଚାର 10:36 - ପବିତ୍ର ବାଇବଲ (CL) NT (BSI)36 ପରିଶେଷରେ ଯୀଶୁ କହିଲେ, “ତୁମ ମତରେ ଏହି ତିନି ଜଣଙ୍କ ମଧ୍ୟରୁ ଡ଼କାୟତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକ ପ୍ରତି କିଏ ପ୍ରତିବାସୀ ତୁଲ୍ୟ ଆଚରଣ କଲା?” Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ? Viz kapitolaଓଡିଆ ବାଇବେଲ36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 “ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?” Viz kapitolaପବିତ୍ର ବାଇବଲ36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?” Viz kapitola |