ଲୂକ ଲିଖିତ ସୁସମାଚାର 10:39 - ପବିତ୍ର ବାଇବଲ (CL) NT (BSI)39 ତାଙ୍କ ଭଉଣୀ ମରିୟମ ପ୍ରଭୁଙ୍କ ପାଦ ତଳେ ବସି ତାଙ୍କର ଶିକ୍ଷା ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ମରୀୟମ ନାମ୍ନୀ ତାଙ୍କର ଜଣେ ଭଗ୍ନୀ ଥିଲେ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। Viz kapitolaଓଡିଆ ବାଇବେଲ39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ , ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। Viz kapitolaପବିତ୍ର ବାଇବଲ39 ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା। Viz kapitola |