ଲୂକ ଲିଖିତ ସୁସମାଚାର 10:4 - ପବିତ୍ର ବାଇବଲ (CL) NT (BSI)4 ଥଳୀ, ଭିକ୍ଷା ଝୋଲି କିମ୍ବା ପାଦୁକା ନିଅ ନାହିଁ। ବାଟରେ କାହାକୁ ଶୁଭେଚ୍ଛା ଜଣାଇବାକୁ ରୁହ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଥଳି, ଝୋଲି ଓ ଯୋତା ନିଅ ନାହିଁ, ପୁଣି ବାଟରେ କାହାକୁ ନମସ୍କାର କର ନାହିଁ। Viz kapitolaଓଡିଆ ବାଇବେଲ4 ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। Viz kapitolaପବିତ୍ର ବାଇବଲ4 ସାଙ୍ଗରେ ଟଙ୍କା, ଥଳି, ଜୋତା କିଛି ହେଲେ ନିଅ ନାହିଁ। ରାସ୍ତାରେ କାହାରି ସହିତ କଥାବାର୍ତ୍ତା ହେବା ପାଇଁ ଅଟକି ଯିବ ନାହିଁ। Viz kapitola |