ଲୂକ ଲିଖିତ ସୁସମାଚାର 10:42 - ପବିତ୍ର ବାଇବଲ (CL) NT (BSI)42 କିନ୍ତୁ କେବଳ ଗୋଟିଏ ବିଷୟ ନିତାନ୍ତ ଆବଶ୍ୟକ। ମରିୟମ ସେହି ଉତ୍ତମ ବିଷୟଟିକୁ ବାଛି ନେଇଛି; ତାହାକୁ ସେଥିରୁ ବଞ୍ଚିତ କରାଯିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ। Viz kapitolaଓଡିଆ ବାଇବେଲ42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” Viz kapitolaପବିତ୍ର ବାଇବଲ42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।” Viz kapitola |