ଲୂକ ଲିଖିତ ସୁସମାଚାର 10:8 - ପବିତ୍ର ବାଇବଲ (CL) NT (BSI)8 ଯେତେବେଳେ ତୁମେ କୌଣସି ଏକ ସହରକୁ ଯାଇ ଆତିଥ୍ୟ ପାଅ, ତୁମକୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର, Viz kapitolaଓଡିଆ ବାଇବେଲ8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, Viz kapitolaପବିତ୍ର ବାଇବଲ8 “ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ। Viz kapitola |