ଲୂକ ଲିଖିତ ସୁସମାଚାର 11:13 - ପବିତ୍ର ବାଇବଲ (CL) NT (BSI)13 ତୁମ୍ଭେମାନେ ଅସତ୍ ହେଲେ ସୁଦ୍ଧା ତୁମ ପିଲାମାନଙ୍କୁ ଉତ୍ତମ ବିଷୟ ଦେବାକୁ ଜାଣ, ତା’ ହେଲେ ସ୍ୱର୍ଗସ୍ଥ ପିତା, ତାଙ୍କଠାରେ ନିବେଦନ କରୁଥିବା ଲୋକଙ୍କୁ କେତେ ଅଧିକ ରୂପେ ପବିତ୍ରଆତ୍ମାଙ୍କୁ ନ ଦେବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ଵର୍ଗରୁ ଦାନ କରନ୍ତି, ସେ ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ ! Viz kapitolaଓଡିଆ ବାଇବେଲ13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!” Viz kapitolaପବିତ୍ର ବାଇବଲ13 ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।” Viz kapitola |