Online Bible

- Reklamy -




ଲୂକ ଲିଖିତ ସୁସମାଚାର 11:20 - ପବିତ୍ର ବାଇବଲ (CL) NT (BSI)

20 ନା, ବରଂ ଈଶ୍ୱରଙ୍କ ଶକ୍ତି ସାହାଯ୍ୟରେ ମୁଁ ଭୂତମାନଙ୍କୁ ଛଡ଼ାଏ ଏବଂ ଏହା ପ୍ରମାଣ କରେ ଯେ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ନିକଟବର୍ତ୍ତୀ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ପରାକ୍ରମ ଦ୍ଵାରା।। ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

Viz kapitola kopírovat

ଓଡିଆ ବାଇବେଲ

20 କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

Viz kapitola kopírovat

ପବିତ୍ର ବାଇବଲ

20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 11:20

Následuj nás:

Reklamy


Reklamy