ଲୂକ ଲିଖିତ ସୁସମାଚାର 11:33 - ପବିତ୍ର ବାଇବଲ (CL) NT (BSI)33 “କେହି ଦୀପ ଜାଳି ତାକୁ ଲୁଚାଏ ନାହିଁ କିମ୍ବା ଗୋଟିଏ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ; ବରଂ ସେ ତାକୁ ଦୀପରୁଖା ଉପରେ ରଖେ, ଯେପରି ଘର ଭିତରକୁ ଆସିବା ଲୋକେ ଆଲୋକ ଦେଖି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 କେହି ଦୀପ ଜାଳି ଗୁପ୍ତ କୋଠରିରେ କିମ୍ଵା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। Viz kapitolaଓଡିଆ ବାଇବେଲ33 କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 “କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି। Viz kapitolaପବିତ୍ର ବାଇବଲ33 “କୌଣସି ଲୋକ ଦୀପଟିଏ ଜଳାଇ ଲୁଗ୍ଭଇ ରଖେ ନାହିଁ କିମ୍ବା ହାଣ୍ଡି ତଳେ ରଖେ ନାହିଁ। ବରଂ ତାହା ରୁଖାଟିଏ ଉପରେ ରଖେ, ଯାହା ଫଳରେ ଭିତରକୁ ଆସୁଥିବା ଲୋକେ ଆଲୁଅ ଦେଖି ପାରିବେ। Viz kapitola |