ଲୂକ ଲିଖିତ ସୁସମାଚାର 11:40 - ପବିତ୍ର ବାଇବଲ (CL) NT (BSI)40 ହେ ନିର୍ବୋଧ! ଯେଉଁ ଈଶ୍ୱର ବାହାର ଅଂଶ ସୃଷ୍ଟି କରିଛନ୍ତି, ସେ କଅଣ ଭିତର ଅଂଶଟିକୁ ମଧ୍ୟ ସୃଷ୍ଟି କରି ନାହାନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ? Viz kapitolaଓଡିଆ ବାଇବେଲ40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ? Viz kapitolaପବିତ୍ର ବାଇବଲ40 ହେ ନିର୍ବୋଧଗଣ! ବାହାରେ ଯାହା ଅଛି, ତାହା ଯିଏ ତିଆରି କରିଛନ୍ତି ସେ ମଧ୍ୟ ଭିତରେ ଥିବା ବିଷୟ ସବୁ ତିଆରି କରିଛନ୍ତିା Viz kapitola |