ଲୂକ ଲିଖିତ ସୁସମାଚାର 11:5 - ପବିତ୍ର ବାଇବଲ (CL) NT (BSI)5 ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ମନେକର, ତୁମ ମଧ୍ୟରୁ ଯଦି ଜଣେ ମଧ୍ୟରାତ୍ରିରେ ବନ୍ଧୁଙ୍କ ଘରକୁ ଯାଇ କହିବ, ‘ବନ୍ଧୁ, ମୋତେ ତିନୋଟି ରୋଟି ଉଧାର ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୋଟୀ ଉଧାର ଦିଅ, Viz kapitolaଓଡିଆ ବାଇବେଲ5 ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, Viz kapitolaପବିତ୍ର ବାଇବଲ5-6 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମନେକର ତୁମ୍ଭମାନଙ୍କ ଭିତରୁ ଜଣେ କେହି ନିଜ ସାଙ୍ଗ ପାଖକୁ ରାତିରେ ବହୁତ ଡେରିରେ ଯାଇ କହିବ, ‘ମୋର ଅନ୍ୟ ସହରରେ ଜଣେ ବନ୍ଧୁ ମୋତେ ଦେଖା କରିବାକୁ ଆସିଛନ୍ତି। ତାହାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ହେଲେ ନାହିଁ। ଦୟାକରି ମୋତେ ତିନିଖଣ୍ଡ ରୋଟୀ ଦିଅ।’ Viz kapitola |