ଲୂକ ଲିଖିତ ସୁସମାଚାର 11:50 - ପବିତ୍ର ବାଇବଲ (CL) NT (BSI)50 ଏହି ଯୁଗର ଲୋକାମନେ ପୃଥିବୀର ସୃଷ୍ଟି ଆରମ୍ଭରୁ ସମସ୍ତ ଭାବବାଦୀମାନଙ୍କର ହତ୍ୟା ଲାଗି ଦଣ୍ଡ ପାଇବେ, Viz kapitolaପବିତ୍ର ବାଇବଲ (Re-edited) - (BSI)50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ଯଜ୍ଞବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟ-ସ୍ଥଳରେ ହତ ହେଲେ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ପତ୍ତନାବଧି ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି, Viz kapitolaଓଡିଆ ବାଇବେଲ50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି, Viz kapitolaପବିତ୍ର ବାଇବଲ50 “ଏଣୁ ସୃଷ୍ଟି ଆରମ୍ଭରୁ ଯେତେବେଳେ ଭବିଷ୍ୟଦ୍ବକ୍ତାଙ୍କ ରକ୍ତପାତ ହୋଇଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିବ। Viz kapitola |