ଲୂକ ଲିଖିତ ସୁସମାଚାର 12:4 - ପବିତ୍ର ବାଇବଲ (CL) NT (BSI)4 “ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କୁ କହେ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ତା’ପରେ ଆଉ ଅଧିକ କ୍ଷତି ସାଧନ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Viz kapitolaଓଡିଆ ବାଇବେଲ4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Viz kapitolaପବିତ୍ର ବାଇବଲ4 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। Viz kapitola |