ଲୂକ ଲିଖିତ ସୁସମାଚାର 13:1 - ପବିତ୍ର ବାଇବଲ (CL) NT (BSI)1 ସେ ସମୟରେ ସେଠାରେ ଥିବା କେତେକ ଲୋକ ଯୀଶୁଙ୍କୁ କହିଲେ ଯେ, ଗାଲିଲୀୟମାନେ ଈଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କରୁଥିବା ସମୟରେ ପୀଲାତ ସେମାନଙ୍କୁ ହତ୍ୟା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶ୍ରିତ କରିଥିଲେ, ସେମାନଙ୍କ ବିଷୟରେ ତାହାଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ1 ୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ1 ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ। Viz kapitola |