ଲୂକ ଲିଖିତ ସୁସମାଚାର 13:15 - ପବିତ୍ର ବାଇବଲ (CL) NT (BSI)15 ପ୍ରଭୁ ତାଙ୍କୁ କହିଲେ, “ହେ ପ୍ରବଞ୍ଚକମାନେ! ତୁମ ଭିତରୁ କେହି କ’ଣ ବିଶ୍ରାମବାରରେ ଗୁହାଳରୁ ବଳଦ ବା ଗଧକୁ ଫିଟାଇ ପାଣି ପିଆଇବାକୁ ବାହାରକୁ ନେଇ ଯାଅ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ପ୍ରଭୁ ତାଙ୍କୁ ଉତ୍ତର ଦେଲେ, ରେ କପଟୀ-ମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ଵା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ? Viz kapitolaଓଡିଆ ବାଇବେଲ15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? Viz kapitolaପବିତ୍ର ବାଇବଲ15 ପ୍ରଭୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କପଟୀ। ତୁମ୍ଭେମାନେ ପ୍ରତିଦିନ ଏପରିକି ବିଶ୍ରାମବାରରେ ମଧ୍ୟ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖୋଲି ପାଣି ପିଆଇ ଥାଅ। Viz kapitola |