ଲୂକ ଲିଖିତ ସୁସମାଚାର 13:19 - ପବିତ୍ର ବାଇବଲ (CL) NT (BSI)19 ତାହା ଏହିପରି। ଜଣେ ଲୋକ ସୋରିଷ ବୀଜ ନେଇ ଜମିରେ ବୁଣେ। ଚାରାଟି ବଡ଼ ହୋଇ ଗୋଟିଏ ଗଛରେ ପରିଣତ ହୁଏ ଏବଂ ପକ୍ଷୀମାନେ ତାହାର ଡ଼ାଳରେ ବସା ବାନ୍ଧନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ। Viz kapitolaଓଡିଆ ବାଇବେଲ19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।” Viz kapitolaପବିତ୍ର ବାଇବଲ19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।” Viz kapitola |