ଲୂକ ଲିଖିତ ସୁସମାଚାର 13:31 - ପବିତ୍ର ବାଇବଲ (CL) NT (BSI)31 ସେହି ସମୟରେ କେତେକ ଫାରୁଶୀ ଯୀଶୁଙ୍କ ପାଖକୁ ଆସି କହିଲେ, “ଆପଣ ଏହି ସ୍ଥାନ ଛାଡ଼ି ଅନ୍ୟତ୍ର ଚାଲି ଯାଆନ୍ତୁ। କାରଣ ହେରୋଦ ଆପଣଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେହି ଦଣ୍ତରେ କେତେକ ଫାରୂଶୀ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ବଧ କରିବାକୁ ଇଚ୍ଛା କରୁଅଛନ୍ତି। Viz kapitolaଓଡିଆ ବାଇବେଲ31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି। Viz kapitolaପବିତ୍ର ବାଇବଲ31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।” Viz kapitola |