ଲୂକ ଲିଖିତ ସୁସମାଚାର 14:11 - ପବିତ୍ର ବାଇବଲ (CL) NT (BSI)11 ଯେ ନିଜକୁ ଉନ୍ନତ କରେ, ତାକୁ ଅବନତ କରାଯିବ ଏବଂ ଯେ ନିଜକୁ ନତ କରେ, ତାକୁ ଉନ୍ନତ କରାଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ। Viz kapitolaଓଡିଆ ବାଇବେଲ11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।” Viz kapitolaପବିତ୍ର ବାଇବଲ11 ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।” Viz kapitola |