ଲୂକ ଲିଖିତ ସୁସମାଚାର 14:15 - ପବିତ୍ର ବାଇବଲ (CL) NT (BSI)15 ମେଜ ପାଖରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଏ କଥା ଶୁଣି ଯୀଶୁଙ୍କୁ କହିଲା, “ଈଶ୍ୱରଙ୍କ ରାଜ୍ୟରେ ଯେଉଁମାନେ ଭୋଜନରେ ବସିବେ, ସେମାନେ ଧନ୍ୟ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ। Viz kapitolaଓଡିଆ ବାଇବେଲ15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ୱରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ। Viz kapitolaପବିତ୍ର ବାଇବଲ15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।” Viz kapitola |