Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:19 - ପବିତ୍ର ବାଇବଲ (CL) NT (BSI)

19 ଆଉ ଜଣେ କହିଲା, ‘ମୁଁ ପାଞ୍ଚ ହଳ ବଳଦ କିଣିଛି, ସେମାନଙ୍କୁ ପରଖ କରିବାକୁ ଯାଉଛି, ମୋତେ କ୍ଷମା କର।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।

Viz kapitola kopírovat

ଓଡିଆ ବାଇବେଲ

19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।

Viz kapitola kopírovat

ପବିତ୍ର ବାଇବଲ

19 ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି।

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:19

Následuj nás:

Reklamy


Reklamy