Online Bible

- Reklamy -




ଲୂକ ଲିଖିତ ସୁସମାଚାର 14:27 - ପବିତ୍ର ବାଇବଲ (CL) NT (BSI)

27 ଯେ ଆପଣା କ୍ରୁଶ ବହନ କରି ମୋ’ ପଛରେ ନ ଆସେ, ସେ ମୋର ଶିଷ୍ୟ ହୋଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 14:27

Následuj nás:

Reklamy


Reklamy