ଲୂକ ଲିଖିତ ସୁସମାଚାର 14:31 - ପବିତ୍ର ବାଇବଲ (CL) NT (BSI)31 “ଯଦି ଜଣେ ରାଜା ଦଶ ହଜାର ସୈନ୍ୟ ନେଇ କୋଡ଼ିଏ ହଜାର ସୈନ୍ୟ ସହିତ ଆସୁଥିବା ରାଜାଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ସେହି ରାଜାଙ୍କ ସମ୍ମୁଖୀନ ହେବାକୁ ସମର୍ଥ କି ନୁହନ୍ତି, ପ୍ରଥମେ ବସି ସେ ବିଷୟ ସ୍ଥିର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 କିମ୍ଵା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ? Viz kapitolaଓଡିଆ ବାଇବେଲ31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ? Viz kapitolaପବିତ୍ର ବାଇବଲ31 “ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ। Viz kapitola |