ଲୂକ ଲିଖିତ ସୁସମାଚାର 14:7 - ପବିତ୍ର ବାଇବଲ (CL) NT (BSI)7 କେତେକ ଅତିଥି ଶ୍ରେଷ୍ଠ ସ୍ଥାନ ଖୋଜୁ ଥିବାର ଲକ୍ଷ୍ୟ କରି ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ନିମନ୍ତ୍ରିତ ଲୋକମାନେ କିପ୍ରକାରେ ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaଓଡିଆ ବାଇବେଲ7 ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaପବିତ୍ର ବାଇବଲ7 ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ: Viz kapitola |