ଲୂକ ଲିଖିତ ସୁସମାଚାର 15:17 - ପବିତ୍ର ବାଇବଲ (CL) NT (BSI)17 ଶେଷରେ ତା’ର ଚେତନା ପଶିଲା ଓ ସେ ଭାବିଲା, ‘ମୋ’ ବାପାଙ୍କ ମୂଲିଆମାନେ ଯଥେଷ୍ଟ ଖାଇ ସାରିବା ପରେ ଖାଦ୍ୟ ବଳି ପଡ଼ୁଛି, ଅଥଚ ମୁଁ ଏଠାରେ ଭୋକରେ ମରୁଛି! Viz kapitolaପବିତ୍ର ବାଇବଲ (Re-edited) - (BSI)17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି। Viz kapitolaଓଡିଆ ବାଇବେଲ17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି। Viz kapitolaପବିତ୍ର ବାଇବଲ17 “ଏବେ ସେ ବୁଝି ପାରିଲା ଯେ, ସେ ବହୁତ ମୂର୍ଖାମୀ କରିଛି। ସେ ଭାବିଲା, ‘ମୋ’ ବାପାଙ୍କର ମୂଲିଆମାନଙ୍କର କେତେ ଖାଦ୍ୟ ବଳୁଛି। ଆଉ ମୁଁ ଏଠାରେ ଭୋକରେ ମରୁଛି। Viz kapitola |